ଛାତ୍ରୀଙ୍କୁ ମାଡ଼ ମାରି ଶିକ୍ଷୟତ୍ରୀ ଗିରଫ

0 761

କୁଜଙ୍ଗ (ରଂଜିତ କୁମାର ପଣ୍ଡା ): କୁଜଙ୍ଗ ଥାନା ପୋଲିସ୍ ଅଲେଡି ଶିକ୍ଷୟତ୍ରୀ କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଏରସମା ବ୍ଲକ ତଥା କୁଜଙ୍ଗ ଥାନା ଅନ୍ତର୍ଗତ ବାଲିତୁଠ ପ୍ରାଇମେରୀ ସ୍କୁଲର ଶିକ୍ଷୟତ୍ରୀ ଛାତ୍ରୀଙ୍କୁ ମାଡ଼ ମାରି ଲହୁଲୁହାଣ କରିଥିବାରୁ ଅଭିଭାବକଙ୍କ ଅଭିଯୋଗ ଅନୁଯାୟୀ ପୁଲିସ ଶିକ୍ଷୟତ୍ରୀଙ୍କୁ ଗିରଫ କରିଛି l

Leave A Reply

Your email address will not be published.

14 − 1 =