ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦଙ୍କୁ ବାନ୍ଧିଲା ସିବିଆଇ

0 641

କଟକ: ଓଡ଼ିଶା କ୍ରିକେଟ୍‌ ଆସୋସିଏସନ୍‌ (ଓସିଏ)ର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଗିରଫ। ତାଙ୍କୁ ସିବିଆଇ ଗିରଫ କରିଛି। ଆଜି ସକାଳ ପ୍ରାୟ ୭ଟା ସମୟରେ ସିବିଆଇ ଆଶୀର୍ବାଦଙ୍କ ଘରେ ଚଢ଼ାଉ କରିଥିଲା। ଏବଂ ଆଶୀର୍ବାଦ ଘରେ ଥିଲେ। ଏହାପରେ ତାଙ୍କୁ ଗିରଫ କରିଥିବା ସୂଚନାରହିଛି।

ଅର୍ଥତତ୍ତ୍ୱ ଚିଟଫଣ୍ଡ ମାମଲାରେ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ପୂର୍ବରୁ ଆଶୀର୍ବାଦଙ୍କ ନାଁରେ ସିବିଆଇ ଚାର୍ଜସିଟ୍ ଦାଖଲ କରିଥିଲା।

Leave A Reply

Your email address will not be published.

16 − seven =