ମୁମ୍ବାଇ: ମହାନାୟକ ବିଗ୍ ବି ସୁପରଷ୍ଟାର ଅମିତାଭ ବଚ୍ଚନଙ୍କୁ ମିଳିବ ଭାରତର ସର୍ବୋଚ୍ଚ ଚଳଚ୍ଚିତ୍ର ସମ୍ମାନ ଦାଦା ସାହେବ୍ ଫାଲ୍କେ। ଜୀବନ ବ୍ୟାପୀ ସାଧନା ପାଇଁ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ। ଏନେଇ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ଟ୍ୱିଟ୍ କରି ଘୋଷଣା କରିଛନ୍ତି।