ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ : ୫୦୦ କୋଟି ସହାୟତା ଘୋଷଣା

0 580

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭୁବନେଶ୍ୱରରେ ପହଞ୍ଚି ବାତ୍ୟା ସ୍ଥିତିର ସମୀକ୍ଷା ବୈଠକ କରିଛନ୍ତି । ରାଜ୍ୟପାଳ ଗଣେଶିଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକରେ ଉପସ୍ଥିତ ଥିଲେ। ବୈଠକ ରେ କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିଥିଲେ। ପରେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରି ୫୦୦ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି।

Photo subjected to ANI

ପୂର୍ବରୁ ଆକାଶ ମାର୍ଗରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଢଙ୍ଗୀଙ୍କ ସହ ବାତ୍ୟା କ୍ଷତି ଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ।

Leave A Reply

Your email address will not be published.

13 + eight =